1 Kings 8:58 — Compare Translations
5 translations compared side by side
Odia - 1840
"ମୁଁ ପ୍ରାର୍ଥନା କରୁଛି ଯେ, ଆମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ପ୍ରତି ଆନୁଗତ୍ଯ ରହିବୁ। ବିଶ୍ବସ୍ତଭାବରେ ସଦାପ୍ରଭୁଙ୍କର ନିଯମ, ଆଦେଶ ଓ ବ୍ଯବସ୍ଥା ଯାହା ଆମ୍ଭର ପୂର୍ବପୁରୁଷଗଣଙ୍କୁ ଦିଆୟାଇଥିଲା, ସଗେୁଡିକ ପାଳନ କରି ଆମ୍ଭେ ପରମେଶ୍ବରଙ୍କୁ ଅନୁସରଣ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା ଓ ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ପ୍ରତି ଆନୁଗତ୍ୟ ରହିବୁ। ବିଶ୍ୱସ୍ତଭାବରେ ସଦାପ୍ରଭୁଙ୍କର ନିୟମ, ଆଦେଶ ଓ ବ୍ୟବସ୍ଥା ଯାହା ଆମ୍ଭର ପୂର୍ବପୁରୁଷଗଣଙ୍କୁ ଦିଆଯାଇଥିଲା, ସେଗୁଡ଼ିକ ପାଳନ କରି ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।