1 Kings 8:59 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କ ସମ୍ମୁଖ ରେ ମାରେ ପ୍ରାର୍ଥନା ଓ ଅନୁ ରୋଧ ସର୍ବଦା ମନେ ରଖିବାକୁ, ଦିନ ଓ ରାତି ଆମ୍ଭ ପାଇଁ ଏହିସବୁ କରିବାକୁ ଓ ତାଙ୍କର ସବେକ ଓ ତାଙ୍କର ଇଶ୍ରାୟେଲର ଲୋକମାନଙ୍କର ଆବଶ୍ଯକତାର ଯତ୍ନ ନବୋକୁ ଆଗ୍ରହପୂର୍ଣ୍ଣ ସହିତ ପ୍ରାର୍ଥନା କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୋଚରରେ ଥାଉ, ପୁଣି ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ସମ୍ମୁଖରେ ମୋର ପ୍ରାର୍ଥନା ଓ ଅନୁରୋଧ ସର୍ବଦା ମନେ ରଖିବାକୁ, ଦିନ ଓ ରାତି ଆମ୍ଭ ପାଇଁ ଏହିସବୁ କରିବାକୁ ଓ ତାଙ୍କର ସେବକ ଓ ତାଙ୍କର ଇସ୍ରାଏଲ ଲୋକମାନଙ୍କର ଆବଶ୍ୟକତାର ଯତ୍ନ ନେବାକୁ ଆଗ୍ରହପୂର୍ଣ୍ଣ ସହିତ ପ୍ରାର୍ଥନା କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତିଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର ନିଷ୍ପତ୍ତି କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ;