1 Kings 8:6 — Compare Translations

5 translations compared side by side

Odia - 1840
"ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକକୁ ଯଥା ସ୍ଥାନ ରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ଵସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଯଥା ସ୍ଥାନରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍‍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱସ୍ଥାନକୁ, ଅର୍ଥାତ୍‍, ଗୃହର ମହା ପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।