1 Kings 8:60 — Compare Translations
5 translations compared side by side
Odia - 1840
"ଏହାଦ୍ବାରା ସଦାପ୍ରଭୁ ଯେ ପରମେଶ୍ବର ଓ ତାଙ୍କ ଛଡା ଅନ୍ୟ ନାହିଁ, ଏହା ପୃଥିବୀର ସମସ୍ତ ଗୋଷ୍ଠୀ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଯେ ପରମେଶ୍ଵର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ସଦାପ୍ରଭୁ ଯେ ପରମେଶ୍ୱର ଓ ତାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀର ସମସ୍ତ ଗୋଷ୍ଠୀ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।