1 Kings 8:61 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଓ ସତ୍ ହୁଅ। ତାଙ୍କୁ ସର୍ବଦା ଅନୁସରଣ କରିବା ସଙ୍ଗେ ସଙ୍ଗେ ତାଙ୍କର ସମସ୍ତ ବ୍ଯବସ୍ଥା ଓ ଆଜ୍ଞା ପାଳନ କର। ବର୍ତ୍ତମାନ ପରି ଭବିଷ୍ଯତ ରେ ପାଳନ କରିବାକୁ ସର୍ବାନ୍ତଃକରଣ ରେ ସ୍ଥିର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଓ ସତ୍ ହୁଅ। ତାଙ୍କୁ ସର୍ବଦା ଅନୁସରଣ କରିବା ସଙ୍ଗେ ସଙ୍ଗେ ତାଙ୍କର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର। ବର୍ତ୍ତମାନ ପରି ଭବିଷ୍ୟତରେ ପାଳନ କରିବାକୁ ସର୍ବାନ୍ତଃକରଣରେ ସ୍ଥିର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”