1 Kings 8:62 — Compare Translations
5 translations compared side by side
Odia - 1840
"ଅନନ୍ତର ରାଜା ଓ ତାଙ୍କ ସହିତ ସମସ୍ତ ଇଶ୍ରାୟେଲ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ରାଜା ଓ ତାଙ୍କ ସହିତ ସମସ୍ତ ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।