1 Kings 8:63 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ ଓ ଇଶ୍ରାୟେଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 1,20,000 ମଷେ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହି ରୂପେ ରାଜା ଓ ସମଗ୍ର ଇଶ୍ରାୟେଲ ଲୋକେ ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ । ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଓ ଇସ୍ରାଏଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 120,000 ମେଷ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ସମଗ୍ର ଇସ୍ରାଏଲର ଲୋକେ ସଦାପ୍ରଭୁଙ୍କ ମନ୍ଦିରରେ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।