1 Kings 8:64 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସହେିଦିନ ରାଜା ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖସ୍ଥ ପ୍ରାଙ୍ଗଣ ପବିତ୍ର କଲେ; କାରଣ ସଠାେରେ ସେ ହାମବେଳି, ଶସ୍ଯ ନବୈେଦ୍ଯ ଓ ସହଭାଗିତାର ବଳିର ମଦେ ଉତ୍ସର୍ଗ କଲେ। ଯେ ହତେୁ ହାମବେଳି, ଭକ୍ଷ୍ଯ ନବୈେଦ୍ଯ ଓ ମଙ୍ଗଳାର୍ଥକ ବଳିର ମଦେ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ୟଜ୍ଞବଦେୀ ଅତି େଛାଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେଠାରେ ସେ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେହି ଦିନ ରାଜା ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖସ୍ଥ ପ୍ରାଙ୍ଗଣ ପବିତ୍ର କଲେ; କାରଣ ସେଠାରେ ସେ ହୋମବଳି, ଶସ୍ୟ ନୈବେଦ୍ୟ ଓ ସହଭାଗିତାର ବଳିର ମେଦ ଉତ୍ସର୍ଗ କଲେ। ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦି ଅତି ଛୋଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହିଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।