1 Kings 8:65 — Compare Translations
5 translations compared side by side
Odia - 1840
"ସେ ସମୟରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ଇଶ୍ରାୟେଲ ଏକ ବିରାଟ ସମାଜ ଦୂର ଦୂରାନ୍ତର ହମାତର ଲୋକମାନେ ଉତ୍ତର ଦିଗ ମଧ୍ଯଦଇେ ଦକ୍ଷିଣ ରେ ମିଶରର ସୀମା ପର୍ୟ୍ଯନ୍ତ ଗଲେ। ସଦାପ୍ରଭୁଙ୍କ ସମ୍ମୁଖ ରେ ଏହି ପର୍ବ ଚଉଦ ଦିନ ୟାଏଁ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ସବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଏକ ବିରାଟ ସମାଜ ଦୂର ଦୂରାନ୍ତର ହମାତର ଲୋକମାନେ ଉତ୍ତର ଦିଗ ମଧ୍ୟଦେଇ ଦକ୍ଷିଣରେ ମିଶରର ସୀମା ପର୍ଯ୍ୟନ୍ତ ଗଲେ। ସଦାପ୍ରଭୁଙ୍କ ସମ୍ମୁଖରେ ଏହି ପର୍ବ ଚଉଦ ଦିନ ଯାଏ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।