1 Kings 8:66 — Compare Translations
5 translations compared side by side
Odia - 1840
"ଅଷ୍ଟମ ଦିନ ରେ ଶଲୋମନ ସେ ଲୋକମାନଙ୍କୁ ବିଦାଯ ଦେଲେ। ସମସ୍ତ ଲୋକେ ରାଜାଙ୍କୁ ଧନ୍ଯବାଦ ଦଇେ ସମାନଙ୍କେର ଘରକୁ ଗଲେ। ସଦାପ୍ରଭୁ ନିଜର ଦାସ ଦାଉଦଙ୍କ ପ୍ରତି ଓ ନିଜର ସନ୍ତାନ ଇଶ୍ରାୟେଲ ପ୍ରତି ଯେଉଁସବୁ ମଙ୍ଗଳବିଧାନ କଲେ, ତାହା ହୃଦଯଙ୍ଗମ କରି ପ୍ରେତ୍ୟକକ ନିଜ ନିଜ ତମ୍ବୁକୁ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ଵୁକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଷ୍ଟମ ଦିନରେ ଶଲୋମନ ଲୋକମାନଙ୍କୁ ବିଦାୟ ଦେଲେ। ସମସ୍ତ ଲୋକେ ରାଜାଙ୍କୁ ଧନ୍ୟବାଦ ଦେଇ ସେମାନଙ୍କର ଘରକୁ ଗଲେ। ସଦାପ୍ରଭୁ ନିଜର ଦାସ ଦାଉଦଙ୍କ ପ୍ରତି ଓ ନିଜର ସନ୍ତାନ ଇସ୍ରାଏଲ ପ୍ରତି ଯେଉଁସବୁ ମଙ୍ଗଳବିଧାନ କଲେ, ତାହା ହୃଦୟଙ୍ଗମ କରି ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।