1 Kings 8:7 — Compare Translations

5 translations compared side by side

Odia - 1840
"କିରୁବମାନଙ୍କର ପକ୍ଷ ସମଗ୍ର ନିଯମ ସିନ୍ଦୁକକୁ ଓ ସାଙ୍ଗୀ ଉପରକୁ ଆଚ୍ଛାଦନ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିରୁବମାନଙ୍କର ପକ୍ଷ ସମଗ୍ର ନିୟମ-ସିନ୍ଦୁକକୁ ଓ ସାଙ୍ଗୀ ଉପରକୁ ଆଚ୍ଛାଦନ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।