1 Kings 8:9 — Compare Translations
5 translations compared side by side
Odia - 1840
"ସହେି ପବିତ୍ର ସିନ୍ଦୁକରେ କବଳେ ଦୁଇଟି ପ୍ରସ୍ତର ଫଳକ ଥିଲା। ହାରେବେ ନିକଟରେ ମାଶାେ ଏହି ଫଳକ ଦୁଇଟିକୁ ରଖିଥିଲେ ଯେତବେେଳେ ଇଶ୍ରାୟେଲ ସନ୍ତାନଗଣ ମିଶର ଦେଶରୁ ବାହାରି ଆସିଥିଲେ। ସେତବେେଳେ ସଦାପ୍ରଭୁ ଏହି ହାରେବେ ରେ ଇଶ୍ରାୟେଲୀୟଙ୍କ ପାଇଁ ନିଯମ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ୍ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପବିତ୍ର ସିନ୍ଦୁକରେ କେବଳ ଦୁଇଟି ପ୍ରସ୍ତର ଫଳକ ଥିଲା। ହୋରେବ ନିକଟରେ ମୋଶା ଏହି ଫଳକ ଦୁଇଟିକୁ ରଖିଥିଲେ ଯେତେବେଳେ ଇସ୍ରାଏଲ ସନ୍ତାନଗଣ ମିଶର ଦେଶରୁ ବାହାରି ଆସିଥିଲେ। ସେତେବେଳେ ସଦାପ୍ରଭୁ ଏହି ହୋରେବରେ ଇସ୍ରାଏଲୀୟଙ୍କ ପାଇଁ ନିୟମ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।