1 Kings 9:1 — Compare Translations

5 translations compared side by side

Odia - 1840
"ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ ଓ ନିଜ ଇଚ୍ଛାନୁସା ରେ ସମସ୍ତ ଜିନିଷର ନିର୍ମାଣ କାର୍ୟ୍ଯ ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୁନର୍ବାର ଶଲୋମନଙ୍କ ନିକଟକୁ ଆସିଲେ ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ ଓ ନିଜ ଇଚ୍ଛାନୁସାରେ ସମସ୍ତ ଜିନିଷର ନିର୍ମାଣ କାର୍ଯ୍ୟ ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,