1 Kings 9:11 — Compare Translations
5 translations compared side by side
Odia - 1840
"କୋଡିଏ ବର୍ଷ ପରେ ରାଜା ଶଲୋମନ ସୋରର ରାଜା ହୀରମଙ୍କୁ ଗୀଲୀଲି ଦେଶସ୍ଥ କୋଡିଏ ନଗର ଦେଲେ। ସେ ତାଙ୍କୁ ଏହି ନଗରଗୁଡିକ ଦେଲେ, କାରଣ ହୀରମ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ ରେ ଶଲୋମନଙ୍କୁ ସାହାୟ୍ଯ କରିଥିଲେ। ସେ ଶଲୋମନଙ୍କୁ ଏରସ କାଠ, ଦବଦୋରୁ କାଠ ଓ ସୁବର୍ଣ ଯୋଗଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୀରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୀରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ତାଙ୍କୁ ଯୋଗାଇ ଦେଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କୋଡ଼ିଏ ବର୍ଷ ପରେ ରାଜା ଶଲୋମନ ସୋରର ରାଜା ହୀରମଙ୍କୁ ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ। ସେ ତାଙ୍କୁ ଏହି ନଗରଗୁଡ଼ିକ ଦେଲେ, କାରଣ ହୀରମ୍ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣରେ ଶଲୋମନଙ୍କୁ ସାହାଯ୍ୟ କରିଥିଲେ। ସେ ଶଲୋମନଙ୍କୁ ଏରସ କାଠ, ଦେବଦାରୁ କାଠ ଓ ସୁବର୍ଣ୍ଣ ଯୋଗାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।