1 Kings 9:12 — Compare Translations

5 translations compared side by side

Odia - 1840
"ହୀରମ ଶଲୋମନଙ୍କ ଦତ୍ତ ନଗରଗୁଡିକୁ ଦେଖିବାକୁ ସୋରରୁ ଆସିଲେ, ମାତ୍ର ସେସବୁ ତାହାର ସନ୍ତାଷଜେନକ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହୀରମ୍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମ୍ ଶଲୋମନଙ୍କ ଦତ୍ତ ନଗରଗୁଡ଼ିକୁ ଦେଖିବାକୁ ସୋରରୁ ଆସିଲେ, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।