1 Kings 9:13 — Compare Translations
5 translations compared side by side
Odia - 1840
"ତେଣୁ ସେ କହିଲା, ହେ ମାରେ ଭାଇ, ଏସବୁ କି ନଗର ମାେତେ ଦଇେଅଛ? ପୁଣି ସେ ସହେି ସବୁର ନାମ କାବୁଲ ଦେଶ ଦଲୋ, ଅଦ୍ଯାପି ସେ ଦେଶର ନାମ କାବୁଲ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ? ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ସେହି ନାମ ଅଦ୍ୟାପି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ କହିଲା, “ହେ ମୋର ଭାଇ, ଏସବୁ କି ନଗର ମୋତେ ଦେଇଅଛ?” ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ଅଦ୍ୟାପି ସେ ଦେଶର ନାମ କାବୁଲ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ? ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।