1 Kings 9:14 — Compare Translations
5 translations compared side by side
Odia - 1840
"ପୁଣି ହୀରମ 120 ତୋଳା ସୁନା ସଦାପ୍ରଭୁଙ୍କ ଗୃହ ନିର୍ମାଣ ଉଦ୍ଦେଶ୍ଯ ରେ ଶଲୋମନଙ୍କ ନିକଟକୁ ପଠାଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହୀରମ୍ ଏକ ଶହ କୋଡ଼ିଏ ତାଳ; ସୁନା ରାଜାଙ୍କ ନିକଟକୁ ପଠାଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହୀରମ୍ 120 ତୋଳା ସୁନା ସଦାପ୍ରଭୁଙ୍କ ଗୃହ ନିର୍ମାଣ ଉଦ୍ଦେଶ୍ୟରେ ଶଲୋମନଙ୍କ ନିକଟକୁ ପଠାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହୂରମ୍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହୂରମ୍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇ ଦେଲା।