1 Kings 9:15 — Compare Translations
5 translations compared side by side
Odia - 1840
"ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ଯ କରିଥିଲେ। ତତ୍ପରେ ସେ ମିଲ୍ଲୋ, ୟିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗଷେର ନିର୍ମାଣ କରିବା ରେ ସମାନଙ୍କେୁ ମଧ୍ଯ ବ୍ଯବହାର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହ ଓ ଆପଣା ନିଜ ଗୃହ ଓ ମିଲ୍ଲୋ ଓ ଯିରୂଶାଲମର ପ୍ରାଚୀର ଓ ହାତ୍ସୋର ଓ ମଗିଦ୍ଦୋ⇧ ଓ ଗେଷର ନିର୍ମାଣ କରିବା ପାଇଁ ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ୟ କରିଥିଲେ। ତତ୍ପରେ ସେ ମିଲ୍ଲୋ, ଯିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗେଷର୍ ନିର୍ମାଣ କରିବାରେ ସେମାନଙ୍କୁ ମଧ୍ୟ ବ୍ୟବହାର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।