1 Kings 9:16 — Compare Translations

5 translations compared side by side

Odia - 1840
"ପୂର୍ବେ ମିଶର ରାଜା ଗଷେର ନଗର ବିରୁଦ୍ଧ ରେ ୟୁଦ୍ଧ କଲେ ଓ ତାକୁ ପୋଡି଼ ଦେଲେ। ସେ ତନ୍ନିବାସୀ କିଣାନୀଯମାନଙ୍କୁ ବଧ କଲେ। ଶଲୋମନ ଫାରୋଙ୍କ କନ୍ଯାକୁ ବିବାହ କଲେ ଓ ଫାରୋ ୟୌତୁକ ସ୍ବରୂପ ସହେି ନଗରକୁ ଶଲୋମନଙ୍କୁ ଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବେ ମିଶରର ରାଜା ଗେଷର୍ ନଗର ବିରୁଦ୍ଧରେ ଯୁଦ୍ଧ କଲେ ଓ ତାକୁ ପୋଡ଼ି ଦେଲେ। ସେ ତନ୍ନିବାସୀ କିଣାନୀୟମାନଙ୍କୁ ବଧ କଲେ। ଶଲୋମନ ଫାରୋଙ୍କ କନ୍ୟାକୁ ବିବାହ କଲେ ଓ ଫାରୋ ଯୌତୁକ ସ୍ୱରୂପ ସେହି ନଗରକୁ ଶଲୋମନଙ୍କୁ ଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।