1 Kings 9:19 — Compare Translations
5 translations compared side by side
Odia - 1840
"ରାଜା ଶ ଲୋମନ ଶସ୍ଯ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ବାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ୟିରୁଶାଲମ ରେ, ଲିବାନୋନ ରେ ଓ ତାଙ୍କ ଶାସନାଧିନ ଦେଶ ବ୍ଯତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନଙ୍କର ଯେ ଯେ ଭଣ୍ତାର-ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ଵାରୋହୀ-ମାନଙ୍କ ପାଇଁ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଶସ୍ୟ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ୱାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ଯିରୁଶାଲମରେ, ଲିବାନୋନ୍ରେ ଓ ତାଙ୍କ ଶାସନାଧୀନ ଦେଶ ବ୍ୟତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର-ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।