1 Kings 9:20 — Compare Translations
5 translations compared side by side
Odia - 1840
"ସେ ଦେଶ ରେ କବଳେ ଇଶ୍ରାୟେଲୀୟ ସନ୍ତାନ ନ ଥିଲେ। ଏପରିକି ଇ ମାରେୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକ ଅବଶିଷ୍ଟ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଇସ୍ରାଏଲ-ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଦେଶରେ କେବଳ ଇସ୍ରାଏଲୀୟ ସନ୍ତାନ ନ ଥିଲେ। ଏପରିକି ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;