1 Kings 9:21 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ସମାନଙ୍କେୁ ବିନାଶ କରିବାକୁ କ୍ଷମ ହାଇେ ନ ଥିଲେ। ମାତ୍ର ଶଲୋମନ ସମାନଙ୍କେୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସମାନେେ ଦାସ ହାଇେ ରହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବର୍ଜିତ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜିଯାଏ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସେମାନଙ୍କୁ ବିନାଶ କରିବାକୁ କ୍ଷମ ହୋଇ ନ ଥିଲେ। ମାତ୍ର ଶଲୋମନ ସେମାନଙ୍କୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସେମାନେ ଦାସ ହୋଇ ରହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।