1 Kings 9:22 — Compare Translations
5 translations compared side by side
Odia - 1840
"ମାତ୍ର ଇଶ୍ରାୟେଲ ସନ୍ତାନଗଣଙ୍କ ମଧ୍ଯରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସମାନେେ ଯୋଦ୍ଧା, ରାଜଭୃତ୍ଯ, ଅଧିପତି ସନୋପତି, ରଥା ରୋହୀ ଓ ଅଶ୍ବାରୋହୀମାନଙ୍କ ଅଧ୍ଯକ୍ଷ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ ଓ ତାଙ୍କ ଅଧିପତି ଓ ତାଙ୍କର ସେନାପତି ଓ ତାଙ୍କ ରଥ ଓ ଅଶ୍ଵାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇସ୍ରାଏଲ ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସେମାନେ ଯୋଦ୍ଧା, ରାଜଭୃତ୍ୟ, ଅଧିପତି, ସେନାପତି, ରଥାରୋହୀ ଓ ଅଶ୍ୱାରୋହୀମାନଙ୍କ ଅଧ୍ୟକ୍ଷ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।