1 Kings 9:23 — Compare Translations

5 translations compared side by side

Odia - 1840
"ସମାନଙ୍କେ ମଧ୍ଯରୁ 550 ଜଣ ଶଲୋମନଙ୍କର କାର୍ୟ୍ଯର ପରିଦର୍ଶକ ଥିଲେ। ଏହି ପ୍ରଧାନ ଅଧ୍ଯକ୍ଷଗଣ ଶଲୋମନଙ୍କର ଶ୍ରମିକମାନଙ୍କ ଉପରେ କତ୍ତୃର୍ତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ । ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରୁ 550 ଜଣ ଶଲୋମନଙ୍କର କାର୍ଯ୍ୟର ପରିଦର୍ଶକ ଥିଲେ। ଏହି ପ୍ରଧାନ ଅଧ୍ୟକ୍ଷଗଣ ଶଲୋମନଙ୍କର ଶ୍ରମିକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।