1 Kings 9:24 — Compare Translations

5 translations compared side by side

Odia - 1840
"ମାତ୍ର ଫାରୋର କନ୍ଯା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ବାରା ନିର୍ମିତ ବୃତତ୍ ପ୍ରାସାଦ ରେ ବାସ କଲେ। ତା'ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ଵାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଫାରୋର କନ୍ୟା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ୱାରା ନିର୍ମିତ ବୃତତ୍ ପ୍ରାସାଦରେ ବାସ କଲେ। ତା’ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।