1 Kings 9:25 — Compare Translations

5 translations compared side by side

Odia - 1840
"ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସହେି ୟଜ୍ଞବଦେୀ ଉପରେ ସେ ବର୍ଷ ରେ ତିନିଥର ଧୂପ ଜଳାଇଲେ, ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ଵଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ । ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ବର୍ଷରେ ତିନିଥର ଧୂପ ଜଳାଇଲେ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ।