1 Kings 9:26 — Compare Translations

5 translations compared side by side

Odia - 1840
"ଅନନ୍ତର ଶଲୋମନ ରାଜା ଇଦୋମ ଦେଶ ରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସିଯୋନ ଗବରେ ରେ ଜାହାଜମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ରାଜା ଇଦୋମ ଦେଶରେ ସୂଫ ସମୁଦ୍ରତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସୀୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଶଲୋମନ ରାଜା ଇଦୋମ ଦେଶରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇ‌ତ୍‌ସିୟୋନ ଗେବରରେ ଜାହାଜମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।