1 Kings 9:27 — Compare Translations

5 translations compared side by side

Odia - 1840
"ପୁଣି ହୀରମ ସହେି ଜାହାଜ ରେ ଶଲୋମନଙ୍କ ଦାସମାନଙ୍କ ସହିତ ସାମୁଦ୍ରିକ କର୍ମ ରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହୀରମ୍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହୀରମ୍ ସେହି ଜାହାଜରେ ଶଲୋମନଙ୍କ ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।