1 Kings 9:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦଇେ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସବୋ କରିବ। ଯଦି ତୁମ୍ଭେ ସହେି ପରି କର ଏବଂ ଆମ୍ଭର ନିଯମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯେବେ ତୁମ୍ଭେ ଆପଣା ପିତା ଦାଉଦ ପରି ଏକା; ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି ଆମ୍ଭ ବିଧି ଓ ଶାସନ ପାଳନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦେଇ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସେବା କରିବ। ଯଦି ତୁମ୍ଭେ ସେହି ପରି କର ଏବଂ ଆମ୍ଭର ନିୟମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;