1 Kings 9:6 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ କିମ୍ବା ତୁମ୍ଭର ସନ୍ତାନମାନେ ଯଦି ଆମ୍ଭକୁ ଅନୁସରଣ କରିବା ରେ ବିଫଳ ହୁଅନ୍ତି ଓ ଆମ୍ଭର ନିର୍ଦ୍ଦେଶ ଓ ନିଯମ ମାନିବାକୁ ଯତ୍ନ ନକରନ୍ତି, ଯଦି ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କର କି ପ୍ରତିମାର ସବୋକର ଓ ପ୍ରଣାମ କର, ତବେେ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଭୂମିରୁ ବିତାଡିତ କରିବା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ, ତୁମ୍ଭେମାନେ ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ତୁମ୍ଭେ କିମ୍ବା ତୁମ୍ଭର ସନ୍ତାନମାନେ ଯଦି ଆମ୍ଭକୁ ଅନୁସରଣ କରିବାରେ ବିଫଳ ହୁଅନ୍ତି ଓ ଆମ୍ଭର ନିର୍ଦ୍ଦେଶ ଓ ନିୟମ ମାନିବାକୁ ଯତ୍ନ ନ କରନ୍ତି, ଯଦି ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କର କି ପ୍ରତିମାର ସେବାକର ଓ ପ୍ରଣାମ କର, ତେବେ ଆମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଭୂମିରୁ ବିତାଡ଼ିତ କରିବା, ଯାହା ଆମ୍ଭେ ସେମାନଙ୍କୁ ଦେଇଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ୟାଖ୍ୟାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇସ୍ରାଏଲର ସମସ୍ତ ଗୋଷ୍ଠୀ ସମ୍ମୁଖରେ ଉପହାସର ଉଦାହରଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;