1 Kings 9:7 — Compare Translations

4 translations compared side by side

Odia - 1840
"ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
Odia IRV 2017 (ଓଡିଆ ବାଇବେଲ)