1 Kings 9:8 — Compare Translations

5 translations compared side by side

Odia - 1840
"ଏହି ମନ୍ଦିର ଧ୍ବଂସ ହବେ। ପ୍ରେତ୍ୟକକ ଲୋକ ଏହା ଦେଖି ଆଶ୍ଚର୍ୟ୍ଯ ହବେେ ଓ କହିବେ, 'ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ୟ୍ଯ କଲେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ଶୀଶ୍ ଦେଇ କହିବେ, ସଦାପ୍ରଭୁ କିହେତୁ ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ମନ୍ଦିର ଧ୍ୱଂସ ହେବ। ପ୍ରତ୍ୟେକ ଲୋକ ଏହା ଦେଖି ଆଶ୍ଚର୍ଯ୍ୟ ହେବେ ଓ କହିବେ, ‘ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ଯ୍ୟ କଲେ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?