1 Peter 1:13 — Compare Translations
7 translations compared side by side
Odia - 1840
"ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ଜୀବନ ପାଇଁ ଡାକରା ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮ್ಚೊ ಶಾನೆಪಾನಾಚೊ ಪಟ್ಟೊ ಭಾಂದುನ್ ಘೆವ್ನ್ ಜಾಗೆ ರಾವಾ, ಜೆಜು ಕ್ರಿಸ್ತ್ ದಿಸ್ತಲ್ಯಾ ಯೆಳಾರ್ ತುಮ್ಕಾ ಗಾವ್ನರ್ ಹಾಯ್ ತ್ಯಾ ಕುರ್ಪೆಚ್ಯಾ ದೆನ್ಗಿಯಾಂಚ್ಯಾ ವರ್ತಿ ಸಗ್ಳೊ ಬರೊಸೊ ಥವಾ.