1 Peter 1:14 — Compare Translations
7 translations compared side by side
Odia - 1840
"ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଆଜ୍ଞାବହ ହୁଅ। ଅଜ୍ଞତାବଶତଃ ପୂର୍ବେ ଯେଉଁ କୁଅଭିଳାଷଗୁଡ଼ିକର ବଶବର୍ତ୍ତୀ ହୋଇଥିଲ, ସେସବୁ ଦ୍ୱାରା ତୁମ ଜୀବନ ଆଉ ନିୟତ୍ରିତ ନ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛାରେ ସେହିସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಲ್ತಿ ಹೊವ್ನ್ ಚಲ್ತಲಿ ಪೊರಾ ತುಮಿ; ಅದ್ದಿ ಕಾಯ್ಬಿ ಕಳಿನಸಲ್ಲ್ಯಾ ಎಳಾರ್ ಕರಲ್ಲ್ಯಾ ಸಾರ್ಕೆ, ತುಮ್ಚ್ಯಾ ಬುರ್ಶ್ಯಾ ಚಾಲಿ ಸಾರ್ಕೆ ಚಲುನಕಾಸಿ.