1 Peter 1:15 — Compare Translations

7 translations compared side by side

Odia - 1840
"ନିଜେ କରୁଥିବା ସମସ୍ତ କାମ ରେ, ପରମେଶ୍ବର ଯେପରି ପବିତ୍ର, ସହେିପରି ପବିତ୍ର ହୁଅ। ପରମେଶ୍ବର ହିଁ ତୁମ୍ଭକୁ ଆହ୍ବାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ ଆହ୍ୱାନକାରୀ ଈଶ୍ୱର ଯେପରି ପବିତ୍ର, ତୁମ୍ଭେମାନେ ନିଜ ନିଜ ଆଚରଣରେ ସେପରି ପବିତ୍ର ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ନିଜେ କରୁଥିବା ସମସ୍ତ କାମରେ, ପରମେଶ୍ୱର ଯେପରି ପବିତ୍ର, ସେହିପରି ପବିତ୍ର ହୁଅ। ପରମେଶ୍ୱର ହିଁ ତୁମ୍ଭକୁ ଆହ୍ୱାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಸೆ ತುಮ್ಕಾ ಬಲ್ವಲ್ಲೊ ದೆವ್ ಬರೊ, ತಸೆ ತುಮಿಬಿ ತುಮ್ಚ್ಯಾ ಸಗ್ಳ್ಯಾ ಚಾಲಿತ್ನಿ ಬರೆ ಹೊವಾ, ಪವಿತ್ರ್ ಪುಸ್ತಕಾತ್;