1 Peter 1:17 — Compare Translations

7 translations compared side by side

Odia - 1840
"ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ପ୍ରତ୍ୟେକର କାର୍ଯ୍ୟାକଳାପ ଅନୁସାରେ ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି। ତୁମ୍ଭେମାନେ ତାଙ୍କ ନକଟରେ ପ୍ରାର୍ଥନା କଲାବେଳେ ତାଙ୍କୁ ପିତା ବୋଲି ସମ୍ବୋଧନ କରିଥାଅ। ଅତଏବ, ଏହି ଜଗତରେ ତୁମ୍ଭମାନଙ୍କ ଜୀବନର ଅବଶିଷ୍ଟ ସମୟ ତାଙ୍କୁ ଭୟଭକ୍ତି କରି ଅତିବାହିତ କର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ತೆಂಚ್ಯಾ ಕರ್ನ್ಯಾಂಚ್ಯಾ ಸಾರ್ಕೆ ತಿರ್ಮಾನ್ ಕರ್ತಲ್ಯಾ ದೆವಾಕ್ ತುಮಿ ಬಾಬಾ ಮನುನ್ ಬಲ್ವುಲ್ಯಾಸಿ, ತಸೆ ಹೊಲ್ಯಾರ್, ಹ್ಯಾ ಭಾಯ್ಲ್ಯಾ ಗಾಂವಾತ್ ತುಮಿ ತುಮ್ಚೆ ಭಕ್ತಿಚೆ ಅನಿ ದೆವಸ್ಪಾನಾಚೆ ಜಿವನ್ ಕರಾ.