1 Peter 1:18 — Compare Translations

7 translations compared side by side

Odia - 1840
"ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣ ତୁମ ପୂର୍ବପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଜୀବନରୁ ତୁମ୍ଭମାନଙ୍କୁ ମୁକ୍ତ କରିବା ନିମନ୍ତେ କେତେ ମୂଲ୍ୟ ଦେବାକୁ ପଡ଼ିଥିଲା। ତାହା କ୍ଷୟଶୀଳ ରୂପା କି ସୁନା ନୁହେଁ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಾಡ ವಡ್ಲಾನಿ ಶಿಕ್ವುನ್ ದಿಲ್ಲ್ಯಾ ಫಾಯ್ದ್ಯಾಕ್ ಪಡಿನಸಲ್ಯಾ ಚಲ್ನುಕಿತ್ನಾ ತುಮ್ಕಾ ಸುಟ್ಕಾ ಗಾವಲ್ಲೆ ಹಾಳ್ ಹೊವ್ನ್ ಜಾತಲ್ಯಾ ಸೊನ್ಯಾ-ಚಾಂದಿನಿ ನ್ಹಯ್,