1 Peter 1:19 — Compare Translations
7 translations compared side by side
Odia - 1840
"ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ନିଖୁ; ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାହା ନିର୍ଦ୍ଦୋଷ, ନିଷ୍ଳକଙ୍କ ମେଷଶାବକ ତୁଲ୍ୟ ଖ୍ରୀଷ୍ଟଙ୍କ ଆତ୍ମବଳିର ଅମୂଲ୍ୟ ରକ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಲೈ ಕಿಮ್ತಿಂಚ್ಯಾ ಕಾಯ್ಬಿ ಕಳಂಕ್ ನಸಲ್ಲ್ಯಾ ಬಲಿಚ್ಯಾ ಬೊಕ್ಡಾಚ್ಯಾ ವೈನಾ ಮಟ್ಲ್ಯಾರ್, ಕ್ರಿಸ್ತಾಚ್ಯಾ ಬಲಿ ವೈನಾ ಮನ್ತಲೆ ಗೊತ್ತ್ ಹಾಯ್ ನ್ಹಯ್.