1 Peter 1:20 — Compare Translations

7 translations compared side by side

Odia - 1840
"ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଜଗତର ସୃଷ୍ଟି ପୂର୍ବରୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହୋଇଥିଲେ ଏବଂ ତୁମ୍ଭମାନଙ୍କ ନିମନ୍ତେ ଏହି ଅନ୍ତିମ କାଳରେ ପ୍ରକାଶିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಜಗ್ ರಚುಚ್ಯಾ ಅದ್ದಿಚ್ಯಾನುಚ್ ದೆವಾನ್ ಎಚುನ್ ಕಾಡಲ್ಲ್ಯಾನ್, ಅನಿ ಹ್ಯಾ ಆಕ್ರಿಚ್ಯಾ ಯೆಳಾರ್ ತುಮ್ಚೆಸಾಟ್ನಿ ತೆಕಾ ದಾಕ್ವುನ್ ದಿಲ್ಯಾನ್.