1 Peter 1:21 — Compare Translations
7 translations compared side by side
Odia - 1840
"ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ବିଶ୍ବାସ କର। ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ବାସ ଓ ଭରସା ପରମେଶ୍ବରଙ୍କ ଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା’ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆ ವೈನಾ ತೆಕಾ ಝಿತ್ತೊ ಕರುನ್ ಉಟ್ವುನ್ ಅಪ್ನಾಚಿ ಮಹಿಮಾ ದಿಲ್ಲ್ಯಾ ದೆವಾ ವರ್ತಿ ತುಮಿ ವಿಶ್ವಾಸ್ ಕರುಕ್ ಪಾವ್ಲ್ಯಾಸಿ.