1 Peter 1:22 — Compare Translations
7 translations compared side by side
Odia - 1840
"ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।
Odia Bible ERV 2004 (ପବିତ୍ର ବାଇବଲ)
ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಖರ್ಯಾಕ್ ತುಮಿ ಖಾಲ್ತಿ ಹೊಲ್ಲ್ಯಾ ಸಾಟ್ನಿ ತುಮ್ಚೆ ಆತ್ಮೆ ನಿತಳ್ ಹೊಲ್ಲೆ ಹಾಸಿ, ಅನಿ ತುಮ್ಚ್ಯಾ ಭಾವಾ-ಭೆನಿಯಾಂಚ್ಯಾ ಮದ್ದಿ ಎಕ್ ನಿತಳ್ ಪ್ರೆಮ್ ತುಮ್ಚ್ಯಾ ಭುತ್ತುರ್ ಉಗಡಲ್ಲೊ ಹಾಯ್, ತಸೆ ಮನುನ್ ಸಗ್ಳ್ಯಾ ಮನಾನ್, ಅನಿ ಸೊಡಿನಾಸ್ತಾನಾ ಎಕಾಮೆಕಾಚೊ ಪ್ರೆಮ್ ಕರಾ.