1 Peter 1:23 — Compare Translations

7 translations compared side by side

Odia - 1840
"ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ଵରଙ୍କ ଜୀବନ୍ତ ଓ ଚିରସ୍ଥାୟୀ ବାକ୍ୟ ଦ୍ଵାରା ପୁନର୍ଜାତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱରଙ୍କ ଜୀବନ୍ତ ଓ ଚିରନ୍ତନ ବାକ୍ୟ ଦ୍ୱାରା ତୁମ୍ଭମାନେ କୌଣସି ମରଣଶୀଳ ପିତାଙ୍କ ସନ୍ତାନ ରୂପେ ନୁହେଁ, ମାତ୍ର ଅମର ପିତାଙ୍କ ସନ୍ତାନ ରୂପେ ପୁନର୍ଜନ୍ମ ଲାଭ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହାକିଛି କେବେ ମରେ ନାହିଁ, ସେଠାରୁ ଆସିଛି। ଯାହା ସବୁଦିନ ପାଇଁ ରୁହେ, ପରମେଶ୍ୱରଙ୍କ ସେହି ଜୀବନ୍ତ ସୁସମାଗ୍ଭର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಶ್ವಾಸಾತ್ ಝಿತ್ತೊ ರಾತಲ್ಯಾ ದೆವಾಚ್ಯಾ ಗೊಸ್ಟಿಚ್ಯಾ ವೈನಾ ತುಮ್ಕಾ ನ್ಹವೊ ಜಲಮ್ ಗಾವ್ಲಾ, ಹ್ಯೊ ಜಲಮ್ ತುಮ್ಕಾ ನಾಸ್ ಹೊವ್ನ್ ಜಾತಲ್ಯಾ ಮಾನ್ಸಾಕ್ನಾ ನ್ಹಯ್, ನಾಸ್ ಹೊವ್ನ್ ಜಾಯ್ ನಸಲ್ಲ್ಯಾ ದೆವಾಕ್ನಾ ಗಾವ್ಲಾ.