1 Peter 1:24 — Compare Translations

7 translations compared side by side

Odia - 1840
"ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଲେଖାଅଛି: “ମନୁଷୃ ଜାତି ତୃଣ ସଦୃଶ, ସେମାନଙ୍କର ସମସ୍ତ ଐଶ୍ୱର୍ଯ୍ୟ ବନପୁଷ୍ପ ତୁଲ୍ୟ। ତୃଣ ଶୁଷ୍କ ହୁଏ, ପୁଷ୍ପ ଝଡ଼ି ପଡ଼େ,
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ସମସ୍ତ ମନୁଷ୍ୟ ନିତ୍ୟଜୀବୀ ନୁହନ୍ତି, ସେମାନେ ଘାସ ଭଳି, ସେମାନଙ୍କର ମହିମା ଏକ ବନ୍ୟଫୁଲ ଭଳି। ଘାସ ଶୁଖି ଯାଏ, ଫୁଲ ଝଡ଼ି ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, ಸಗ್ಳಿ ಮಾನುಸ್ ಜಾತ್ ಗವ್ತಾ ಸಾರ್ಕೆ; ತೆಚಿ ಸಗ್ಳಿ ಮಹಿಮಾ ಗವ್ತಾಚ್ಯಾ ಫುಲ್ಲಾ ಸಾರ್ಕೆ, ಗವಾತ್ ವಾಡ್ತಾ, ಪುಲ್ಲ್ ಝಡ್ತಾ, ಖರೆ ಧನಿಯಾಚೊ ಸಬದ್ ಶಾಶ್ವತ್ ರಾತಾ, ಹ್ಯೊ ಸಬದ್ ಮಟ್ಲ್ಯಾರ್ ತುಮ್ಕಾ ಪರ್ಗಟ್ ಕರಲ್ಲಿ ಬರಿ ಖಬರುಚ್.