1 Peter 1:25 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ଥାଯୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା। ୟିଶାଇୟ 40:6-8"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱରଙ୍କ ବାକ୍ୟ ଚିରସ୍ଥାୟୀ।” ଏହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಗೊಸ್ಟ್ ಸದಾಸರ್ವಾತಾಕ್ ತುಮ್ಚ್ಯಾ ವಾಂಗ್ಡಾ ರಾತಾ ಮನುನ್ ಸಾಂಗಲ್ಲೆ ಹಾಯ್, ತಿ ಗೊಸ್ಟ್ ಖಲಿ ಮಟ್ಲ್ಯಾರ್, ತುಮ್ಕಾ ಪರ್ಗಟ್ ಕರುನ್ ಹೊಲ್ಲಿ ಬರಿ ಖಬರುಚ್.