1 Peter 1:3 — Compare Translations
7 translations compared side by side
Odia - 1840
"ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ, କାରଣ ସେ ତାଙ୍କ ଅପାର ଦୟାରେ ଯୀଶୁ ଖ୍ରୀଷ୍ଟଙ୍କପୁ ମୃତ୍ୟରୁ ପୁନରୁତ୍ଥିତ କରାଇ ଆମକୁ ନୁଆ ଜୀବନ ଦେଇଛନ୍ତି। ଏହା ଆମ୍ଭମାନଙ୍କୁ ଜୀବନ୍ତ ଭରସାରେ ପୂର୍ଣ୍ଣ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଜୀବନ୍ତ ଭରସା ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಬಾಬಾಚೆ ಸುತ್ತಿ ಹೊಂವ್ದಿತ್, ತೆನಿ ಅಪ್ನಾಚ್ಯಾ ಮೊಟ್ಯಾ ದಯೆನ್, ಜೆಜು ಕ್ರಿಸ್ತಾಚ್ಯಾ ಝಿತ್ತೊ ಹೊವ್ನ್ ಉಟ್ತಲ್ಯಾಚ್ಯಾ ವೈನಾ ಅಮ್ಕಾ ಎಕ್ ಝಿತ್ತ್ಯಾ ಬರೊಸ್ಯಾತ್ ನ್ಹವ್ಯಾನ್ ಉಪ್ಜಿ ಸಾರ್ಕೆ ಕರ್ಲ್ಯಾನ್,