1 Peter 1:5 — Compare Translations

7 translations compared side by side

Odia - 1840
"ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷ କାଳରେ ଯେଉଁ ପରିତ୍ରାଣ ପ୍ରକାଶିତ ହେବ, ତାହା ପାଇବା ପାଇଁ ତୁମ୍ଭମାନେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଶକ୍ତିରେ ସୁରକ୍ଷିତ ହୋଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಚ್ಯಾ ಕಾಲಾತ್ ದಿಸುನ್ ಯೆವ್ಕ್ ತಯಾರ್ ಅಸಲ್ಲ್ಯಾ ಸುಟ್ಕೆಕ್ ದೆವಾಚಿ ಪದ್ವಿ ವಿಶ್ವಾಸಾಚ್ಯಾ ವೈನಾ ತುಮ್ಕಾ ಬರೆ ಕರುನ್ ಸಂಬಾಳ್ತಾ.