1 Peter 1:6 — Compare Translations

7 translations compared side by side

Odia - 1840
"ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭମାନେ ଆନନ୍ଦ କର, ଯଦିଓ ନାନା ପ୍ରକାର କ୍ଳେଶ ହେତୁ ତୁମ୍ଭମାନଙ୍କୁ ବର୍ତ୍ତମାନ କିଛି ସମୟ ପାଇଁ ଦୁଃଖିତ ହେବାକୁ ଆବଶ୍ୟକ ହୋଇପାରେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନେକ ପ୍ରକାରର ସମସ୍ୟା ତୁମ୍ଭକୁ ଦୁଃଖୀ କରୁଥାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮಿ ಖುಶಿ ಹೊವಾ, ಅತ್ತಾ ಎಕ್ ಉಲ್ಲೊ ಎಳ್ ತುಮ್ಕಾ ಕಸ್ಟ್ ಸೊಸುಕ್ ಗಾವ್ತಾ ಹೊಲ್ಯಾರ್ಬಿ ಕಾಯ್ ಹೊಲೆ?