1 Peter 1:8 — Compare Translations

7 translations compared side by side

Odia - 1840
"ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନେ ତୁମ୍ଭେମାନେ ତାଙ୍କୁ ନ ଦେଖିଥିଲେ ହଁ ପ୍ରେମ କରୁଛ ଓ ତାଙ୍କଠାରେ ବିଶ୍ୱାସ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಕ್ ತುಮಿ ಬಗುಕನ್ಯಾಶಿ ಹೊಲ್ಯಾರ್ಬಿ ತುಮಿ ತೆಚೊ ಪ್ರೆಮ್ ಕರ್ತ್ಯಾಸಿ, ಅನಿ ಅತ್ತಾಬಿ ತೊ ತುಮ್ಕಾ ದಿಸಿನಾ ಹೊಲಾ ಹೊಲ್ಯಾರ್ಬಿ ತೆಚೆ ವರ್ತಿ ವಿಶ್ವಾಸ್ ಥವ್ನ್ ಮಹಿಮೆನ್ ಭರಲ್ಲ್ಯಾ ಸಾಂಗುಕ್ ಹೊಯ್ನಾ ತಸ್ಲ್ಯಾ ಕುಶಿನಿ ತುಮಿ ಭರ್ತ್ಯಾಸಿ.