1 Peter 1:9 — Compare Translations

7 translations compared side by side

Odia - 1840
"ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ । ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, ସେହି ବିଶ୍ୱାସର ଫଳ ସ୍ୱରୂପ ପରିତ୍ରାଣ ଲାଭ କରିଧିବାରୁ ଏକ ଅପୂର୍ବ ଅପଥନୀୟ ଆନନ୍ଦ ଅନୁଭବ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
Odia IRV 2017 (ଓଡିଆ ବାଇବେଲ)
ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ವಿಶ್ವಾಸಾಚೆ ಭೊಮಾನ್ ಮಟ್ಲ್ಯಾರ್, ಆತ್ಮ್ಯಾಂಚಿ ಸುಟ್ಕಾ ತುಮಿ ಕಮ್ವುನ್ ಘೆತ್ಯಾಸಿ.