1 Peter 2:1 — Compare Translations
7 translations compared side by side
Odia - 1840
"ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ଵାଦନ କରିଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ସବୁ ପ୍ରକାର ଅସତ୍ ବିଷୟରୁ ନିବୃତ୍ତ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନ୍ତ ପଥର ଓ ପବିତ୍ର ଦେଶ ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
Odia IRV 2017 (ଓଡିଆ ବାଇବେଲ)
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಸಗ್ಳ್ಯಾ ರಿತಿಚೆ ಬುರ್ಶೆಪಾನ್, ಹಾಟ್ಮಾರಿಪಾನ್, ಕುಶ್ಡೆಪಾನ್ ಇರ್ಸ್ಯಾ, ಢೊಂಗ್ ಅನಿ ಸಗ್ಳ್ಯಾ ರಿತಿಚೆ ವಾಯ್ಟ್ ಬೊಲ್ನೆ ಸೊಡುನ್ ಸೊಡಾ.